Masthead

କମିଶନରେଟ ପୋଲିସରେ ୩ ଏସିପିଙ୍କ ବଦଳି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କମିଶନରେଟ ପୁଲିସରେ ଏକ ଛୋଟ ଅଦଳବଦଳ କରାଯାଇଛି । ୩ଜଣ ଏସିପି ଓ ଜଣେ ସବଇନ୍ସପେକ୍ଟରଙ୍କୁ ବଦଳି କରାଯାଇଛି । ଏସିପି ଚନ୍ଦନ ଘଡ଼ୋଇଙ୍କୁ ପୁଲିସ ସେବା ଭବନ ମୁଖ୍ୟାଳୟରୁ ବଦଳି କରାଯାଇଛି । ବର୍ତ୍ତମାନ ତାଙ୍କୁ କଟକ ସହରାଞ୍ଚଳ ଜିଲ୍ଲା ପୋଲିସ ଜୋନ-୪ ଏସିପି ଭାବେ ନିଯୁକ୍ତି ମିଳିଛି । ତେବେ ସେଠାରେ ଏସିପି ଥିବା ସତ୍ୟରଞ୍ଜନ ମଲ୍ଲିକଙ୍କୁ କଟକ ଡିଆଇବିକୁ ପଠାଯାଇଛି ।

ସେହିପରି ପୋଲିସ ସେବା ଭବନ ମୁଖ୍ୟାଳୟରେ କାର୍ଯ୍ୟ କରୁଥିବା ପ୍ରଣିତା ପଟ୍ଟନାୟକଙ୍କୁ କଟକ ୟୁପୁଡିର ଏସିପି(କ୍ରାଇମ)ନିଯୁକ୍ତ କରାଯାଇଛି । ମୁଖ୍ୟାଳୟରେ ଥିବା ସବ୍‌ଇନ୍ସପେକ୍ଟର ଯୁଗଳ ଚନ୍ଦ୍ର ସ୍ୱାଇଁଙ୍କୁ କ୍ୟାପିଟାଲ ଥାନାକୁ ବଦଳି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ