Masthead

ଦେଶରେ କମୁଛି ସଂକ୍ରମଣ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ କମିବାରେ ଲାଗିଛି କରୋନା ସଂକ୍ରମଣ । ଦୈନିକ ସଂକ୍ରମଣ ଆଗରୁ ୪ଲକ୍ଷ ପାର କରୁଥିଲେ ମଧ୍ୟ ଏବେ ୧ଲକ୍ଷ ତଳକୁ ଖସିଛି । ଗତ ୨୪ ଘଣ୍ଟାରେ ଦେଶରେ ୮୪ହଜାର ୩୩୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ୪ହଜାର ୨ଜଣଙ୍କ ମୃତ୍ୟୁ ହୋଇଛି । ତେବେ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୯୩ଲକ୍ଷ ୫୯ ହଜାର ୧୫୫ରେ ପହଞ୍ଚିଛି।

ଏହାଛଡ଼ା ମୃତ୍ୟୁସଂଖ୍ୟା ୩ ଲକ୍ଷ ୬୭ ହଜାର ୦୮୧ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୭୯ ଲକ୍ଷ ୧୧ ହଜାର ୩୮୪ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୦୮୦୬୯୦ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ