Masthead

କେନ୍ଦ୍ର କ୍ୟାବିନେଟରେ ହୋଇପାରେ ବଡ଼ ଧରଣର ଅଦଳବଦଳ!

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କେନ୍ଦ୍ର କ୍ୟାବିନେଟ ଅଦଳବଦଳ ନେଇ ଜୋର ଧରିଛି ଚର୍ଚ୍ଚା । ପଶ୍ଚିମବଙ୍ଗରେ ପରାଜୟ ଓ ଆସନ୍ତା ବର୍ଷ ଉତ୍ତରପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ମନ୍ତ୍ରୀମଣ୍ଡଳରେ ପରିବର୍ତ୍ତନ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ସେପଟେ ଦିଲ୍ଲୀ ଦରବାରରେ ମଧ୍ୟ ବିଜେପି ରାଜନୀତିରେ ଉଷ୍ମତା ଦେଖିବାକୁ ମିଳିଛି । ଶୁକ୍ରବାର ଗୃହମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି ।

ତେବେ ବିଜେପିର ଏହି ୩ ଶୀର୍ଷ ନେତୃତ୍ୱଙ୍କ ମଧ୍ୟରେ ବୈଠକ ହେବା ପରେ ମନ୍ତ୍ରୀ ମର୍ଡଳର ଅଦଳବଦଳକୁ ନେଇ ଚର୍ଚ୍ଚା ଜୋର ଧରିଛି । ୨୦୧୯ରେ ମୋଦୀ ସରକାର ଦ୍ୱିତୀୟ ଥର ସରକାର ଗଢ଼ିବା ପରେ ମନ୍ତ୍ରିମଣ୍ଡଳ ଅଦଳବଦଳ ବା ସଂପ୍ରସାରଣ ନେଇ କସରତ ହୋଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ