Masthead

ଘରେ ଘରେ ରାସନ ପହଞ୍ଚାଇବାକୁ ନେଇ କେନ୍ଦ୍ର ଓ ଦିଲ୍ଲୀ ସରକାର ମୁହାଁମୁହିଁ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ଜୋର ଧରୁଛି କେନ୍ଦ୍ର ଓ ଦିଲ୍ଲୀ ସରକାରଙ୍କ ମଧ୍ୟରେ ରାସନ ରାଜନୀତି । ଅରବିନ୍ଦ କେଜ୍ରିୱାଲ ଦିଲ୍ଲୀରେ ଡୋର ଟୁ ଡୋର ରାସନ ପହଞ୍ଚାଇବା ପାଇଁ ଘୋଷଣା କରିବା ପରେ ଏବେ ବିଜେପି ଓ ଆମ ଆଦମୀ ପାର୍ଟି ମଧ୍ୟରେ ଆରମ୍ଭ ହୋଇଯାଇଛି ତୁତୁ ମେମେ । ଉଭୟ ଉଭୟଙ୍କୁ ସମାଲୋଚନା କରିବାରେ ଲାଗିଛନ୍ତି । ବିଜେପି କହିଛି ଯେଉଁ ସରକାର ଅକ୍ସିଜେନ ଓ ମେଡିସିନ ଲୋକଙ୍କୁ ଯୋଗାଇ ପାରୁ ନି ସେ କଣ ରାସନ ଯୋଗାଇବ ।

ସେପଟେ ଏହାର ଜବାବରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆ କହିଛନ୍ତି ବିଜେପିର ନାମ ଭାରତୀୟ ଜନତା ପାର୍ଟି ନହୋଇ ଭାରତୀୟ ଝଗଡ଼ା ପାର୍ଟି ହେବା ଦରକାର । ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ସିସୋଦିଆ କେନ୍ଦ୍ରମନ୍ତ୍ରୀ ରବିଶଙ୍କର ପ୍ରସାଦଙ୍କ ମନ୍ତବ୍ୟର କଡ୍ଡା ଜବାବ ଦେଇଛନ୍ତି । ତାଙ୍କ ନାମ ନନେଇ ସିସୋଦିଆ କହିଛନ୍ତି ଆଜିକାଲି କେନ୍ଦ୍ରମନ୍ତ୍ରୀ ମାନଙ୍କର ଗୋଟିଏ କାମ ରହିଛି କେବଳ ଅରବିନ୍ଦ କେଜ୍ରିୱାଲଙ୍କୁ ଗାଳି ଦେବା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା