Masthead

ଟିକା ନେବାକୁ ମନା କଲେ ବ୍ଲକ ହେବ ସିମ କାର୍ଡ଼

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଟିକା କୁ ନେଇ ଆସିଛି ଏକ ରୋମାଞ୍ଚକର ତଥ୍ୟ । ଯଦି ଟିକା ନେଉ ନାହାନ୍ତି ତେବେ ସିମ କାର୍ଡ଼ ବ୍ଲକ କରାଯିବ । ଏହି ନୂଆ ଉପାୟ ବାହାର କରିଛନ୍ତି ପାକିସ୍ତାନ ପଞ୍ଜାବର ପ୍ରାଦେଶିକ ସରକାର। ରିପୋର୍ଟ ମୁତାବକ ଯେଉଁ ବ୍ୟକ୍ତି ଟିକା ନେବାକୁ ମନା କରିବେ ସେମାନଙ୍କ ସିମ୍ କାର୍ଡକୁ ବ୍ଲକ୍‌ କରିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର।

ସୂଚନା ଅନୁଯାୟୀ ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ୟସ୍ମିନ୍ ରସିଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଟିକା ଦ୍ୱନ୍ଦ୍ୱର ମୁକାବିଲା ଲାଗି ଏହି ଅଭିନବ ଉପାୟ ବାହାର କରିଛନ୍ତି ସରକାର। ଟିକାକରଣ ଯୋଗୁ ଏଠାରେ କରୋନା ମାମଲା ଯଥେଷ୍ଟ ହ୍ରାସ ଘଟିଥିବା ସେ ଦାବି କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା