Masthead

କରୋନାରେ ଆଖି ବୁଜିଲେ ବିଶିଷ୍ଟ ଶିଳ୍ପପତି ସୁନୀଲ ମହାପାତ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଉରକେଲାର ବିଶିଷ୍ଟ ଶିଳ୍ପପତି ତଥା ଦୈନିକ ‘ଇଶ୍ୱର’ର ପରିଚାଳନା ସମ୍ପାଦକ ସୁନୀଲ ମହାପାତ୍ରଙ୍କ ପରଲୋକ ଘଟିଛି । କରୋନାରେ ଆକ୍ରାନ୍ତ ଶ୍ରୀ ମହାପାତ୍ର ଚିକିତ୍ସାଧୀନ ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ତାଙ୍କୁ ୬୩ ବର୍ଷ ହୋଇଥିଲା । ସେ ବିଶିଷ୍ଟ ସାହିତ୍ୟିକ ଖଗେଶ୍ୱର ମହାପାତ୍ରଙ୍କ ପୁତ୍ର ଏବଂ ବରିଷ୍ଠ ଲେଖିକା ତଥା ଦୈନିକ ‘ଇଶ୍ୱର’ର ପ୍ରକାଶକ ସମ୍ପାଦିକା ମଞ୍ଜୁ ନାୟକଙ୍କ ସ୍ୱାମୀ ।

ସେ କରୋନା ସଂକ୍ରମିତ ଥିବାରୁ ବିଏମସି ପକ୍ଷରୁ ସତ୍ୟ ନଗର ଶ୍ମଶାନରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା । ପୁତ୍ର ସ୍ୱୟଂ ମହାପାତ୍ର ମୁଖାଗ୍ନି ଦେଇଥିଲେ । ତାଙ୍କର ଆକସ୍ମିକ ମୃତ୍ୟୁ ଖବର କାଗଜ ଦୁନିଆ ସହ ସେ ଜଡ଼ିତ ଥିବା ବିଭିନ୍ନ ଶିକ୍ଷାନୁଷ୍ଠାନ, ବ୍ୟାଙ୍କ ତଥା ଶୁଭେଚ୍ଛୁ ବନ୍ଧୁମାନଙ୍କ ମଧ୍ୟରେ ଶୋକୟ ଛାୟା ଖେଳିଯାଇଛି । ସେ ଜଣେ ଅତ୍ୟନ୍ତ ଭଦ୍ର, ଅମାୟିକ, ପରୋଉପକାରୀ ବ୍ୟକ୍ତି ଭାବେ ବେଶ ପରିଚିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା