Masthead

ବିୟର କ୍ୟାନରେ ଫସିଲା ଢ଼ମଣା

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ଅନଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ବାଗଡ଼ିଆ ଗ୍ରାମରେ ଉମାକାନ୍ତ ବେହେରାଙ୍କ ବାଡିରେ ଏକ ଢ଼ମଣା ସାପ ପରିତ୍ୟକ୍ତ ବିୟର କ୍ୟାନ ଭିତରେ ମୁଣ୍ଡ ପୁରେଇ ଛଟପଟ ହେଉଥିଲା । ସାପଟିକୁ ଉଦ୍ଧାର କରିବା ପାଇଁ ଉମାକାନ୍ତ ସ୍ନେକ ହେଲ୍ପ ଲାଇନକୁ ଖବର ଦେଇଥିଲେ । ସ୍ନେକ ହେଳ୍ପ ଲାଇନ ସଦସ୍ୟ ହିମାଂଶୁ ଶେଖର ଦେହୁରୀ ଘଟଣା ସ୍ଥଳରେ ପହଞ୍ଚି ସାପଟିକୁ ଉଦ୍ଧାର କରିଥିଲେ ।

ଏକ କଇଁଚି ସାହାଯ୍ୟରେ ବିୟର କ୍ୟାନକୁ କାଟି ବାହାର କରିବା ପରେ ସାପଟି ମୃତ୍ୟୁ ଫାଶରୁ ମୁକୁଳିଥିଲା । ସୌଭାଗ୍ୟବଶତଃ ସାପଟି ବେକରେ ଆଘାତ ଲାଗିନଥିଲା । ସାପଟିର ଲମ୍ବ ପ୍ରାୟ ସାଢ଼େ ୫ ଫୁଟ ହେବ । ସାପଟିକୁ ଗାଁ ଠାରୁ ଦୂରରେ ଏକ ପ୍ରାକୃତିକ ଆବାସ ସ୍ଥଳୀରେ ଛାଡି ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା