Masthead

ସରିଲା ଦେବ ବିବାହ, ଆଜି ଯୁଗଳ ଦର୍ଶନ

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ସରିଲା ଦେବ ବିବାହ । ମାଆ ପାର୍ବତୀଙ୍କ ହାତ ଧରିଲେ ଦେବ ଦେବ ମହାଦେବ । ଲଗ୍ନ ଅନୁସାରେ ଗତକାଲି ରାତି ୩ଟାରେ ସମ୍ପନ୍ନ ହେଲା ଦେବ ବିବାହ ନୀତି। ଆଜି ଯୁଗଳ ଦର୍ଶନ । କୋଭିଡ କଟକଣା ଭିତରେ ଚାଲିଛି ନୀତିକାନ୍ତି । ଗତ ବର୍ଷ ଭଳି ଏବର୍ଷ ମଧ୍ୟ ସୀମିତ ସେବାୟତଙ୍କୁ ନେଇ ସମ୍ପନ୍ନ ହୋଇଛି ଦେବ ବିବାହ । ନିରାଡମ୍ବର ଭାବେ ସମ୍ବଲପୁରର ନନ୍ଦପଡ଼ାର ବାବା ବାଲୁଙ୍କେଶ୍ୱର, ଝାଡୁଆପଡ଼ାର ବାବା ଲୋକନାଥ ଓ ମୁଦିପଡ଼ାର ବାବା ଯଜ୍ଞେଶ୍ୱରଙ୍କ ବିବାହ ସମ୍ପୂର୍ଣ୍ଣ ହୋଇଛି ।

ସେପଟେ ସମ୍ପନ୍ନ ହୋଇଛି ମହାଦେବ ଲିଙ୍ଗରାଜଙ୍କ ବିବାହ ଉତ୍ସବ । ଦେବ ଦମ୍ପତି ମହାଦେବ ଲିଙ୍ଗରାଜ ଓ ମା’ ଗୌରୀଙ୍କ ବିବାହ ପାଇଁ ଚଳଚଞ୍ଚଳ ହୋଇଛି ଏକାମ୍ର କ୍ଷେତ୍ର । କରୋନା ଯୋଗୁ ଚଳିତ ବର୍ଷ ମଧ୍ୟ ବିନା ଭକ୍ତରେ ହୋଇଛି ମହାଦେବଙ୍କ ବିବାହ ଉତ୍ସବ। ଗାଇଡଲାଇନ ଅନୁସାରେ ୨୫ଜଣ ସେବାୟତରେ ବିବାହ କାର୍ୟ୍ୟ ସମ୍ପର୍ଣ୍ଣ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ