କୋହଳ ହେଲା କଟକଣା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କୋହଳ ହେଲା କଟକଣା । ୧୩ ଜିଲ୍ଲାରେ କୋହଳ ହେଲା ଲକଡାଉନ ଅବଧି । ସଂକ୍ରମଣ କମିଥିବା ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ୧୭ଟି ଜିଲ୍ଲାରେ ସକାଳ ୭ଟାରୁ ସନ୍ଧ୍ୟା ୫ଟା ପର୍ୟ୍ୟନ୍ତ ଲକ୍‌ଡାଉନ୍‌ କଟକଣାକୁ କୋହଳ କରାଯାଇଛି। ସେହିପରି ବାକି ୧୩ଟି ଜିଲ୍ଲାରେ ସକାଳ ୬ଟାରୁ ଅପରାହ୍ନ ୧ଟା ପର୍ୟ୍ୟନ୍ତ ଲକଉନ୍‌ କଟକଣା କୋହଳ କରିଛନ୍ତି। ତେବେ ଆଉ କିଛି ସମୟ ପରେ ମୁଖ୍ୟ ଶାସନ ସଚିବ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବାକୁ ଥିବା ବେଳେ, ସେଥିରେ ଏସବୁ ନେଇ ସ୍ପଷ୍ଟ ହୋଇଯିବ।

ସଂକ୍ରମଣ ହାର ୫% ତଳେ ଥିବାରୁ ୧୭ଟି ଜିଲ୍ଲାରେ କୋହଳ ସମୟ ଅଧିକ ରଖାଯାଇଛି। ସେହିପରି ଏହି ସମୟ ମଧ୍ୟରେ ମିଠା ଦୋକାନ ବି ଖୋଲିବ ବୋଲି ଜଣାପଡ଼ିଛି। ୩୦ଟି ଜିଲ୍ଲାକୁ ସରକାର ଦୁଇଟି ବର୍ଗରେ ଭାଗ କରିଛନ୍ତି। ଅଧିକ ସମୟ କଟକଣା କୋହଳ କରାଯାଇଥିବା ୧୭ଟି ଜିଲ୍ଲାକୁ ‘ଏ’ ବର୍ଗରେ ରଖାଯାଇଥିବା ବେଳେ ବାକି ୧୩ଟିକୁ ‘ବି’ ବର୍ଗରେ ରଖାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ