ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ସୁବର୍ଣ୍ଣପୁର, ଗଞ୍ଜାମ ଗଜପତି, କନ୍ଧମାଳ, ବୌଦ୍ଧ, କୋରାପୁଟ, ନବରଙ୍ଗପୁର, ମାଲକାନିଗିରି ଏବଂ ରାୟଗଡ଼ା ଏହି ସବୁ ଜିଲ୍ଲାମାନଙ୍କରେ ସକାଳ ୬ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଖୋଲାରହିବ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ।