ବାଇଡେନ ଓ ପୁତିନଙ୍କ ମଧ୍ୟରେ ବୈଠକ

(ବଡ଼ ଖବର ବ୍ୟୁରୋ): ବିଶ୍ୱର ଦୁଇ ଶକ୍ତିଶାଳୀ ରାଷ୍ଟ୍ର । ଯୁକ୍ତରାଷ୍ଟ୍ର ଆମେରିକା ଓ ଋଷିଆ । ଦୁଇ ଦେଶର ରାଷ୍ଟ୍ରପତିଙ୍କ ମଧ୍ୟରେ ଆଜି ହେଉଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ଜେନେଭାରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଋଷର ରାଷ୍ଟ୍ରପତି ଭ୍ଲାଦିମିର ପୁତିନଙ୍କ ମଧ୍ୟରେ ବହୁ ପ୍ରତୀକ୍ଷିତ ବୈଠକ ବର୍ତ୍ତମାନ ଆରମ୍ଭ ହୋଇଛି । ଏହି ବୈଠକ ଉପରେ ପ୍ରତିଟି ଦେଶର ନଜର ରହିଛି । ଦୁଇ ଦେଶ ମଧ୍ୟରେ ଆଗରୁ ତିକ୍ତତା ଲାଗିରହିଥିବା ବେଳେ ଏବେ ଏହା କେଉଁ ମୋଡ଼ ନେବ ତାହା ଉପରେ ପ୍ରତିଟି ରାଷ୍ଟ୍ରର ନଜର ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ