Masthead

ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ । ବୁଧବାର ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି । ହସ୍ପିଟାଲରେ ନବମ ମହଲାରେ ଅଗ୍ନିକାଣ୍ଡ ଘଟିଛି । ପୋଲିସ ଓ ଦମକଳ ବାହିନୀ ନିଆଁକୁ ଆୟତ୍ତ କରିଥିଲେ ।

ଫାୟାର ବିଗ୍ରେଡ଼ର ୨୨ଟି ଗାଡ଼ିର ସହଯୋଗରେ ନିଆଁକୁ ନିୟନ୍ତ୍ରଣ କରାଯାଇଥିଲା । ତେବେ ଯେଉଁ ଫ୍ଲୋରରେ ନିଆଁ ଲାଗିଥିଲା ସେଠାରେ କୌଣସି ୱାର୍ଡ଼ ନଥିବା ସୂଚନା ମିଳିଛି । ନିଆଁ ଲାଗିବାର କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର