Masthead

ଜୁଲାଇ ୨୫ପର୍ଯ୍ୟନ୍ତ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ

ପୁରୀ(ବଡ଼ ଖବର ବ୍ୟୁରୋ): ଜୁଲାଇ ୨୫ପର୍ଯ୍ୟନ୍ତ ଭକ୍ତଙ୍କ ପାଇଁ ବନ୍ଦ ରହିବ ପୁରୀ ଶ୍ରୀମନ୍ଦିର । ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତି ନିଆଯାଇଛି । ତେବେ ରଥଯାତ୍ରା ଭଳି ଏଥର ବିନା ଭକ୍ତରେ ହେବ ଦେବସ୍ନାନ ପୂର୍ଣ୍ଣିମା। ରଥଯାତ୍ରା ପରେ ଦର୍ଶନ ପ୍ରସଙ୍ଗରେ ପରବର୍ତ୍ତି ନିଷ୍ପତ୍ତି ନିଆଯିବ ।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ.କ୍ରିଷ୍ଣନ କୁମାରଙ୍କ ସୂଚନା ଦେଇଛନ୍ତି। ପୂର୍ବରୁ ବିନା ଭକ୍ତରେ ରଥଯାତ୍ରା ହେବ ବୋଲି ଘୋଷଣା ସରିଛି। ତେବେ ସାଧାରଣ ଦର୍ଶନ ଉପରେ କଟକଣା ଲଗାଯାଇଥିବା ବେଳେ ମହାପ୍ରଭୁଙ୍କର ବିଧି ଅନୁଯାୟୀ ନୀତିକାନ୍ତି ଚାଲିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ.କ୍ରିଷ୍ଣନ କୁମାର ପ୍ରକାଶ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ