Masthead

ଦ୍ୱାଦଶ ଲାଗି ନୂଆ ଫର୍ମୂଲା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ସିବିଏସଇ ପରୀକ୍ଷା ଫଳ ଲାଗି ନୂଆ ଫର୍ମୂଲା । ଜୁଲାଇ ୩୧ ସୁଦ୍ଧା ବାହାରିବ ଦ୍ୱାଦଶର ପରୀକ୍ଷା ଫଳ । ଦଶମରୁ ୩୦ ପ୍ରତିଶତ ଓ ଏକାଦଶରୁ ୩୦ ପ୍ରତିଶତ ମାର୍କ ନିଆଯିବ । ଦ୍ୱାଦଶର ପ୍ରି ବୋର୍ଡରୁ ୪୦ ପ୍ରତିଶତ ମାର୍କକୁ ପରୀକ୍ଷାଫଳ ଭାବେ ନିଆଯିବ । ସିବିଏସଇ ବୋର୍ଡ ପକ୍ଷରୁ ଏଭଳି ନିଷ୍ପତ୍ତି ହୋଇଛି । ଏନେଇ ସୁପ୍ରିମକୋର୍ଟକୁ ଅବଗତ କରାଇଛନ୍ତି ବୋର୍ଡ କମିଟି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା