Masthead

ସୁଇସ୍ ବ୍ୟାଙ୍କରେ ଭାରତୀୟଙ୍କ ଜମା ପାଣ୍ଠି ବଢିଲା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ସ୍ୱିସ ବ୍ୟାଙ୍କରେ ବଢ଼ିଲା ଭାରତୀୟଙ୍କ ପାଣ୍ଠି । ସ୍ୱିସ ବ୍ୟାଙ୍କରେ ଭାରତୀୟଙ୍କ ଜମା ରାଶି ୨୦ ହଜାର ୭୦୦ କୋଟି ଟଙ୍କାକୁ ବୃଦ୍ଧି ପାଇଛି । ସୁଇଜରଲ୍ୟାଣ୍ଡର ସେଣ୍ଟ୍ରାଲ ବ୍ୟାଙ୍କର ବାର୍ଷିକ ଡାଟାରୁ ଏହି ତଥ୍ୟ ପ୍ରଦାନ କରିଛି । ଭାରତୀୟ ନାଗରିକ, ଅନୁଷ୍ଠାନ ଗୁଡ଼ିକର ସମ୍ପତ୍ତି ବୃଦ୍ଧି ପାଇଥିବା ଏହି ଡାଟାରୁ ଜଣା ପଡ଼ିଛି ।

ଯେଉଁଥିରେ ହୋଲଡିଂ, ସିକ୍ୟୁରିଟିଜ ଆଦି ମଧ୍ୟ ରହିଛି । ତେବେ ଗତ ୧୩ବର୍ଷ ମଧ୍ୟରେ ସ୍ୱିସ ବ୍ୟାଙ୍କରେ ଭାରତୀୟଙ୍କ ଜମା ବୃଦ୍ଧି ମଧ୍ୟରେ ଏହା ସର୍ବାଧିକ । ଦୁଇ ବର୍ଷ ଧରି ଲଗାତାର ଏହି ଜମା ହ୍ରାସ ପାଇଆସୁଥିଲା ଯାହା ଏବେ ବୃଦ୍ଧି ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ