Masthead

+୨ ମୂଲ୍ୟାୟନ କିପରି ହେବ ପଦ୍ଧତି ଘୋଷଣା କଲେ ସରକାର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): +୨ ମୂଲ୍ୟାୟନ କିପରି ହେବ ପଦ୍ଧତି ଘୋଷଣା କଲେ ସରକାର । ରେଗୁଲାର ପରୀକ୍ଷାର୍ଥୀଙ୍କ ଦଶମ ମାର୍କ ଆଧାରରେ ହେବ ମାର୍କିଂ । ଥିଓରୀ ପେପରରେ ମାଟ୍ରିକ ମାର୍କ ହେବ ଆଧାର । ଏକ୍ସ ରେଗୁରାଲ ପିଲାଙ୍କ ଥିଓରୀ ପଇଁ ଫର୍ମୁଲା । ଗତ ସିଏଚଏସଇ ପରୀକ୍ଷା ମାର୍କ ହେବ ଆଧାର । ସ୍କୁଲ ପକ୍ଷରୁ ଦିଆଯିବ ପ୍ରାକ୍ଟିକାଲ ମାର୍କ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ପରେ ପରୀକ୍ଷା ଦେଇପାରିବେ । ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ଆସିବ ଯୁକ୍ତ ୨ ଫଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼