Masthead

ଟୋକିଓ ଅଲମ୍ପିକ୍ସ ଟିକେଟ ହାତେଇଲେ ଆଉ ଦୁଇ ଓଡ଼ିଆ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଟୋକିଓ ଅଲମ୍ପିକ୍ସ ଟିକେଟ ହାତେଇଲେ ଆଉ ଦୁଇ ଓଡ଼ିଆ । ଟୋକିଓ ଅଲମ୍ପିକ୍ସ ପାଇଁ ୧୬ ଜଣିଆ ଭାରତୀୟ ପୁରୁଷ ହକି ଦଳ ଘୋଷଣା ହୋଇଛି । ଆଉ ଏହି ଟିମରେ ସ୍ଥାନ ପାଇଛନ୍ତି ଦୁଇ ଓଡ଼ିଆ ପୁଅ ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସ । କେବଳ ଏତିକି ନୁହେଁ ଟୋକିଓ ଅଲମ୍ପିକ୍ସରେ ଡେବ୍ୟୁ କରିବେ ଅନେକ ଯୁବ ହକି ତାରକା ।

୧୬ ଜଣିଆ ଟିମରେ ପି ଶ୍ରୀଜେଶ, ହରମନପ୍ରୀତ ସିଂ, ରୂପିନ୍ଦର ପାଲ, ସୁରେନ୍ଦର କୁମାର, ଅମିତ ରୋହିଦାସ, ବୀରେନ୍ଦ୍ର ଲାକ୍ରା, ହାର୍ଦ୍ଦିକ ସିଂ, ମନପ୍ରୀତ ସିଂ, ବିବେକ ସାଗ. ନୀଳକଣ୍ଠ ଶର୍ମା, ସୁମିତ, ସମଶେର ସିଂ, ଦିଲପ୍ରୀତ୍ ସିଂ, ଗୁରଞ୍ଜତ ସିଂ, ଲଳିତ କୁମାର ଉପାଧ୍ୟାୟ, ମନଦୀପ ସିଂ ସାମିଲ ହୋଇଛନ୍ତି । ଏହି ଖେଳାଳିଙ୍କୁ ନେଇ ଟୋକିଓ ଅଲମ୍ପିକ୍ସକୁ ଓହ୍ଲାଇବ ଭାରତୀୟ ପୁରୁଷ ହକି ଦଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା