Masthead

କଟକ ନକଲି କରୋନା ଔଷଧ ଯାଞ୍ଚ ପାଇଁ ମୁମ୍ବାଇ ଗଲା ପୋଲିସ

କଟକ(ବଡ଼ ଖବର ବ୍ୟୁରୋ): ନକଲି କରୋନା ଔଷଧ ଜବତ ପ୍ରସଙ୍ଗ । ଅଧିକ ତଦନ୍ତ ପାଇଁ ମୁମ୍ବାଇ ଗଲା ଏସଟିଏଫର କ୍ରାଇମବ୍ରାଞ୍ଚ ଟିମ । ସେଠାରେ ମାକ୍ସ ରିଲିଫ ସଂସ୍ଥାର ଅଧିକ ଖୋଳତାଡ କରିବ ଏସଟିଏଫ୍ । କଟକରୁ ଜବତ ନକଲି ଔଷଧ ଏହି ସଂସ୍ଥାରୁ ଆଣିଥିବା ସୂଚନା । ମୁମ୍ବାଇରେ ମାକ୍ସ ରିଲିଫ ସଂସ୍ଥାର ମୁଖ୍ୟ ଗିରଫ ହୋଇଥିବା ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼