Masthead

ଉତ୍ତରପ୍ରଦେଶରେ ବାଦଲଫଟା ବର୍ଷା

ଉତ୍ତରପ୍ରଦେଶ(ବଡ଼ ଖବର ବ୍ୟୁରୋ): ବାଦଲଫଟା ବର୍ଷା ହେବାରୁ ଉତ୍ତରପ୍ରଦେଶରେ ପ୍ରବାହିତ ଅନେକ ନଦୀରେ ଆସିଛି ପ୍ରବଳ ବନ୍ୟା । ଗୁରୁବାର ରାତିରେ କୁସିନଗର ଜିଲ୍ଲାରେ ୧୦୦ରୁ ୧୫୦ ଲୋକ ଡଙ୍ଗାରେ ନଦୀପାର ହେଉଥିଲେ । ମଝିନଦୀରେ ଡଙ୍ଗର ଇଞ୍ଜିନ୍ ଫେଲ ହୋଇଯାଇଥିଲା । ଏ ସମ୍ପର୍କରେ ଖବର ପାଇଥିଲା ଏନ୍ଡିଆରଏପ୍ । ଏନ୍ଡିଆରଏଫର ଏକ ଟିମ୍ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଫସିରହିଥିବା ଲୋକମାନଙ୍କୁ ଉଦ୍ଧାର କରିଛି । ଏନଡିଆରଏଫ ପକ୍ଷରୁ କୁହାଯାଇଛି ରାତି ୧୧ଟାରେ ଖବର ମିଳିଥିଲା ।

ତୁରନ୍ତ ଉଦ୍ଧାରକାର୍ୟ୍ୟ ଆରମ୍ଭ ହୋଇଥିଲା । ପ୍ରଥମେ ୩୦ରୁ ୪୦ ଲୋକଙ୍କୁ ଦେଶୀ ଡଙ୍ଗାରେ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟମାନଙ୍କୁ ଯନ୍ତ୍ରଚାଳିତ ଡଙ୍ଗାରେ ଉଦ୍ଧାର କରାଯାଇଥିଲା । ଏହି ଘଟଣାରେ କାହାରି ମୃତ୍ୟୁ ହୋଇନଥିବା ଏନ୍ଡିଆରଏଫ ସ୍ପଷ୍ଟ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ