Masthead

ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ କୋଭିଡ ମୁକାବିଲା ନେଇ ସରକାର ପ୍ରସ୍ତୁତ ଅଛନ୍ତି । ଆଗାମୀ ଦିନରେ ତୃତୀୟ ଲହରୀ ଆସିଲେ ରାଜ୍ୟ ସରକାର ତାହାର ମୁକାବିଲା ପାଇଁ ପ୍ରସ୍ତୁତ ଅଛନ୍ତି ବୋଲି କହିଛନ୍ତି ଡିଏମ୍ଇଟି ସିବିକେ ମହାନ୍ତି । କୋରନାର ୩ୟ ଲହର ପ୍ରସଙ୍ଗରେ ଡିଏମଇଟି ସିବିକେ ମହାନ୍ତି ପ୍ରତିକ୍ରିୟା ରଖିଛନ୍ତି ।

ମହାରଷ୍ଟ୍ରରେ ୨-୩ ସପ୍ତାହ ପରେ ତୃତୀୟ ଲହର ଆସିବ ବୋଲି ଆକଳନ କରାଯାଇଛି । ତୃତୀୟ ଲହର ପାଇଁ ଆମେ ବି ପ୍ରସ୍ତୁତ । ମାତ୍ର ସବୁ ପୂର୍ବାନୁମାନ ଯେ ସତ ହେବ ତାହା କହିହେବନି । ବିଶେଷଜ୍ଞମାନେ ଭିନ୍ନଭିନ୍ନ ମତ ପୋଷଣ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼