Masthead

ଭୁବନେଶ୍ୱରରେ ସରକାରୀ ଅଫିସରେ କାମ କରୁଥିଲେ ଟିକା ବାଧ୍ୟତାମୂଳକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ କାମ କରୁଥିବା ସରକାରୀ କର୍ମଚାରୀଙ୍କ ପାଇଁ କରୋନା ଟିକା ନେବା ବାଧ୍ୟତାମୂଳକ କରିଛନ୍ତି ସରକାର । ଏ ନେଇ ସମସ୍ତ ବିଭାଗର ମୁଖ୍ୟଙ୍କୁ ଚିଠି ଲେଖିଛନ୍ତି ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଂଜୀବ ଚୋପ୍ରା । ଏହି ଚିଠିରେ ସେ ଲେଖିଛନ୍ତି, ଭୁବନେଶ୍ୱରରେ ଥିବା ସରକାରୀ ଅଫିସ ଓ ସରକାରୀ ଉଦ୍ୟୋଗରେ କାମ କରୁଥିବା କର୍ମଚାରୀଙ୍କ ପାଇଁ ସ୍ୱତନ୍ତ୍ର ଟିକାକରଣ ଅଭିଯାନ ଜୁନ ୧୦ରୁ ୨୦ ତାରି୍ଖ ମଧ୍ୟରେ କରାଯାଉଛି । ତେବେ ଏଥିରେ ୬ ହଜାର କର୍ମଚାରୀଙ୍କୁ ଟିକା ଦିଆଯିବା ଲକ୍ଷ୍ୟ ରହିଛି । ୧୭ ତାରିଖରୁ ଦ୍ୱିତୀୟ ଡୋଜ୍ ଟିକା ଦିଆଯିବା କାର୍ୟ୍ୟ ଆରମ୍ଭ ହୋଇଛି

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ