Masthead

ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଦୈନିକ ସଂକ୍ରମଣ ବି କମିବାରେ ଲାଗିଛି । କିନ୍ତୁ ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗୁନି । ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩ହଜାର ୫୫୦କୁ ବୃଦ୍ଧି ପାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬, କଟକ, ଝାରସୁଗୁଡା, ପୁରୀ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ, କେନ୍ଦ୍ରାପଡା, ବାଲେଶ୍ଵର ଓ କୋରାପୁଟରୁ ୩ ଜଣ ଲେଖାଏଁ, ଅନୁଗୁଳ, ମାଲକାନଗିରି, ମୟୂରଭଞ୍ଜ ଓ ନୂଆପଡାରୁ ୨ ଜଣ ଲେଖାଏଁ, କଳାହାଣ୍ଡି, ରାୟଗଡା, ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାତୀୟ ହୋମିଓପାଥିକ କର୍ମଶାଳାରେ ୬୫ ସଫଳ ପ୍ରାର୍ଥୀଙ୍କୁ ସମ୍ବର୍ଦ୍ଧନା 🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ଯାଇଛି ୭ ଜୀବନ: ସୁରେଶ ପୂଜାରୀ 🔴 ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ 🔴 MMDR ତାତି: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି ଗୃହ 🔴 ଓଡ଼ିଶାକୁ ନୟାନ୍ତ କରିବ ବର୍ଷା 🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ 🔴 ଗାନ୍ଧି ମାର୍ଗରେ ଗର୍ଜିଲା ବିଜେଡି 🔴 ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼େ ମାଡ଼ି ଆସୁଛି.. 🔴 ଜାତୀୟ ହୋମିଓପାଥିକ କର୍ମଶାଳାରେ ୬୫ ସଫଳ ପ୍ରାର୍ଥୀଙ୍କୁ ସମ୍ବର୍ଦ୍ଧନା 🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ଯାଇଛି ୭ ଜୀବନ: ସୁରେଶ ପୂଜାରୀ 🔴 ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ 🔴 MMDR ତାତି: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି ଗୃହ 🔴 ଓଡ଼ିଶାକୁ ନୟାନ୍ତ କରିବ ବର୍ଷା 🔴 ପାଠ ପଢିବା ବଦଳରେ ପିଲା କରୁଛନ୍ତି କାମ 🔴 ଗାନ୍ଧି ମାର୍ଗରେ ଗର୍ଜିଲା ବିଜେଡି 🔴 ଭୟଙ୍କର ରୂପ ନେଇ ସ୍ଥଳଭାଗ ଆଡ଼େ ମାଡ଼ି ଆସୁଛି..