Masthead

ମଦ ନିଶାରେ ବାପାକୁ ହାଣିଲା ପୁଅ

ସୋର(ବଡ଼ ଖବର ବ୍ୟୁରୋ): ମଦ ନିଶାରେ ବାପାକୁ ହାଣି ହତ୍ୟା କଲା ପୁଅ । ଶୁକ୍ରବାର ରାତି ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଔପଦା  ଥାନା ଫତେପୁର ପଞ୍ଚାୟତ ପାଇକଡା ଗ୍ରାମରେ । ମଦ ନିଶାରେ ଉକ୍ତ ଗ୍ରାମର ଶ୍ରୀକାନ୍ତ ନାୟକ ତାଙ୍କ ବାପା ଅନାମ ନାୟକଙ୍କୁ କଟୁରୀରେ ବିଭତ୍ସଭାବେ ହତ୍ୟା କରିଥିଲେ । ଖବର ପାଇ ଗ୍ରାମବାସୀ ଶ୍ରୀକାନ୍ତ ନାୟିକି ହାତ ଗୋଡ ବାନ୍ଧି ପୋଲିସକୁ ଖବର ଦେଇଥିଲେ । ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ