Masthead

କରୋନା କଟକଣା ଭିତରେ ଆଜିିଠାରୁ ଆରମ୍ଭ ହେବ ବିଧାନସଭା

କରୋନା କଟକଣା ଭିତରେ ଆଜିିଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ମୌସୁମୀ ଅଧିବେଶନରେ ରହିଛି ୮ଟି କାର୍ଯ୍ୟ ଦିବସ, ବିଲ ଆକାରରେ ଗୃହରେ ଆସିବ ସରକାରଙ୍କ ୧୨ଟି ଅଧ୍ୟାଦେଶ । ବିଧାନସଭାର ମୌସୁମୀ ଅଧିବେଶନ ଅକ୍ଟୋବର ୭ ତାରିଖ ପର୍ଯ୍ୟନ୍ତ ଚାଲିବ । କରୋନା ଯୋଗୁଁ ଗୃହ କାର୍ଯ୍ୟ କାଣ୍ଟଛାଣ୍ଟ ହୋଇଛି । ଫଳରେ ଦିନକୁ ମାତ୍ର ସାଢ଼େ ୪ ଘଂଟା ଚାଲିବ ଗୃହ । ବିଧାୟକ ଦଳ ବୈଠକରେ ରଣନୀତି ପ୍ରସ୍ତୁତ କରିଛନ୍ତି ବିରୋଧୀ ଓ ଶାସକ ଦଳ । ବିଶେଷ କରି କରୋନା ଚିକତ୍ସା ଓ ପରିଚାଳନାରେ ବିଫଳତାର ଅଭିଯୋଗ ସହିତ ଵିଫଳତାର ଲମ୍ଵା ତାଲିକା ଧରି ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହୋଇଛନ୍ତି ବିରୋଧୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପହଲଗାମ ଆଟାକକୁ ମାସେ, ଆଜି ବି ମନେପଡିଲେ… 🔴 ଡଙ୍ଗା ବୁଡ଼ି ୨ ଛୁଆ ମୃତ, ମା’ ନିଖୋଜ 🔴 ପୁଣି ଓଡ଼ିଶାକୁ ଫେରିଲା କରୋନା 🔴 ମିଳିଲା ଡାଏରି, ଖୋଲିବ ଜ୍ୟୋତିଙ୍କ ଗୁମର 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଜୁନ୍ ୨୩ରେ ପଞ୍ଚାୟତ ଉପନିର୍ବାଚନ 🔴 ଆଜି ପ୍ରକାଶ ପାଇବ +୨ ରେଜଲ୍ଟ 🔴 ମୁମ୍ବାଇରେ କରୋନାରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ 🔴 ‘ଟ୍ରକ ଟ୍ରକ ଚିଟଫଣ୍ଡ ନଥିପତ୍ର ବୋହି ନେଇଛି ବିଜେଡି’ 🔴 ପାଣି ପାଇଁ ଘାଣ୍ଟି ହେଉଛନ୍ତି ଗ୍ରାମବାସୀ 🔴 ପହଲଗାମ ଆଟାକକୁ ମାସେ, ଆଜି ବି ମନେପଡିଲେ… 🔴 ଡଙ୍ଗା ବୁଡ଼ି ୨ ଛୁଆ ମୃତ, ମା’ ନିଖୋଜ 🔴 ପୁଣି ଓଡ଼ିଶାକୁ ଫେରିଲା କରୋନା 🔴 ମିଳିଲା ଡାଏରି, ଖୋଲିବ ଜ୍ୟୋତିଙ୍କ ଗୁମର 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଜୁନ୍ ୨୩ରେ ପଞ୍ଚାୟତ ଉପନିର୍ବାଚନ 🔴 ଆଜି ପ୍ରକାଶ ପାଇବ +୨ ରେଜଲ୍ଟ 🔴 ମୁମ୍ବାଇରେ କରୋନାରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ 🔴 ‘ଟ୍ରକ ଟ୍ରକ ଚିଟଫଣ୍ଡ ନଥିପତ୍ର ବୋହି ନେଇଛି ବିଜେଡି’ 🔴 ପାଣି ପାଇଁ ଘାଣ୍ଟି ହେଉଛନ୍ତି ଗ୍ରାମବାସୀ