Masthead

ପଞ୍ଚଭୂତରେ ଲୀନ ହେଲା ଦେବାଶିଷଙ୍କ ପାର୍ଥିବ ଶରୀର

ଭୁବନେଶ୍ଵର (ବଡ଼ ଖବର ବ୍ୟୁରୋ): ପଞ୍ଚଭୂତରେ ଲୀନ ହେଲା ବରିଷ୍ଠ ଆଇପିଏସ୍ ଅଫିସର ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ପାର୍ଥିବ ଶରୀର । ଖାନନଗର ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ପୁଅ ମୁଖାଗ୍ନି ଦେଇଛନ୍ତି । କଟକସ୍ଥିତ ବାସଭବନରେ ପାର୍ଥିବ ଶରୀର ପହଞ୍ଚିବା ପରେ ବନ୍ଧୁ ପରିବାର ବର୍ଗ ତାଙ୍କର ଶେଷ ଦର୍ଶନ କରିଥିଲେ । ବରିଷ୍ଠ ପୋଲିସ ଅଧିକାରୀ ପହଞ୍ଚି ଶ୍ରଦ୍ଧାଞ୍ଚଳି ଜଣାଇବା ସହ ଶେଷ ଦର୍ଶନ କରିଥିଲେ ।

ଶୁକ୍ରବାର ରାତିରେ ଦେବାଶିଷ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଥିଲା । କୋଲକାତାରେ ଚିକିତ୍ସାଧୀନ ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଥିଲା । ବାଲେଶ୍ଵର ଦେଇ ମର ଶରୀର କଟକ ଆସିବା ବେଳେ ଭିଜିଲାନ୍ସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା । ଜୁନ୍ ୮ ତାରିଖରେ ଦିନ ତାଙ୍କୁ ଏୟାର ଆମ୍ବୁଲାନ୍ସରେ କୋଲକାତାର ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା