Masthead

ପ୍ରବଳ ବର୍ଷାରେ ଉତ୍ତରାଖଣ୍ଡରେ ବନ୍ୟା ପରିସ୍ଥିତି

ଉତ୍ତରାଖଣ୍ଡ(ବଡ଼ ଖବର ବ୍ୟୁରୋ): ଉତ୍ତରାଖଣ୍ଡରେ ଲାଗିରହିଛି ବର୍ଷା । ଫଳରେ ତଳିଆ ଅଞ୍ଚଳରେ ପାଣି ଜମୁଛି । ରିଶିକେସ-ଶ୍ରୀନଗର ରାସ୍ତା ମଧ୍ୟ ବନ୍ଦ ହୋଇ ପଡ଼ିଛି । ସେପଟେ ବର୍ଷା ଯୋଗୁଁ ଅଳକାନନ୍ଦା ନଦୀର ଜଳସ୍ତର ମଧ୍ୟ ବୃଦ୍ଧି ପାଉଛି । ଦେଶର ଅନେକ ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି । ଲଗାତର ବର୍ଷା ଜାରି ରହିଥିବାରୁ ବନ୍ୟା ଭଳି ସ୍ଥିତି ଦେଖାଦେଇଛି । ବିହାର, ଉତ୍ତରପ୍ରଦେଶ, ଉତରାଖଣ୍ଡରେ ମଧ୍ୟ ବର୍ଷା ଜାରି ରହିଛି । ଲଗାଣ ବର୍ଷା ଯୋଗୁଁ ସାଧାରଣ ଜୀବନ ଯାତ୍ରା ବାଧାପ୍ରାପ୍ତ ହୋଇଛି । ଲୋକେ ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ