Masthead

କମୁଛି ଦୈନିକ ସଂକ୍ରମଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୫୭୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୦୩୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ୧୫୩୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୭୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୨୭ ଜଣ, ବାଲେଶ୍ୱରରୁ ୨୦୫ ଜଣ, ବରଗଡ଼ରୁ ୫୧ ଜଣ, ଭଦ୍ରକରୁ ୧୮୬ ଜଣ, ବଲାଙ୍ଗୀରରୁ ୩୬ ଜଣ, ବୌଦ୍ଧରୁ ୫୯ ଜଣ, କଟକରୁ ୪୦୭ ଜଣ, ଦେବଗଡ଼ରୁ ୧୨ ଜଣ, ଢେଙ୍କାନାଳରୁ ୯୬ ଜଣ, ଗଜପତିରୁ ୨୯ ଜଣ, ଗଞ୍ଜାମରୁ ୨୭ ଜଣ, ଜଗତସିଂହପୁରରୁ ୧୦୩ ଜଣ, ଯାଜପୁରରୁ ୩୩୭ ଜଣ।

ଝାରସୁଗୁଡ଼ାରୁ ୧୩ ଜଣ, କଳାହାଣ୍ଡିରୁ ୪୧ ଜଣ, କନ୍ଧମାଳରୁ ୪୧ ଜଣ, କେନ୍ଦ୍ରାପଡ଼ାରୁ ୧୪୧ ଜଣ, କେନ୍ଦୁଝରରୁ ୬୧ ଜଣ, କୋରାପୁଟରୁ ୫୯ ଜଣ, ମାଲକାନଗିରିରୁ ୮୬ ଜଣ, ମୟୁରଭଞ୍ଜରୁ ୧୮୭ ଜଣ, ନବରଙ୍ଗପୁରରୁ ୫୭ ଜଣ, ନୟାଗଡ଼ରୁ ୧୧୪ ଜଣ, ନୂଆପଡ଼ାରୁ ୧୯ ଜଣ, ପୁରୀରୁ ୨୩୭ ଜଣ, ରାୟଗଡ଼ାରୁ ୮୮ ଜଣ, ସମ୍ୱଲପୁରରୁ ୩୧ଜଣ, ସୋନପୁରରୁ ୨୯, ସୁନ୍ଦରଗଡ଼ରୁ ୪୩ ଓ ଷ୍ଟେଟ ପୁଲରୁ ୮୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ୟ୍ୟନ୍ତ ରାଜ୍ୟରେ ୮୭୭୫୦୨ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୮୩୫୧୩୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୮୭୨୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି । ଗତ ୨୪ ଘଣ୍ଟାରେ ୫୨୮୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼