Masthead

ଯବାନଙ୍କୁ ଯବାନ ମାରିଲେ ଛୁରା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ଥିବା ୭ବାଟାଲିୟନ ଭିତରେ ଛୁରା ମାଡ ଘଟଣା । ଯବାନଙ୍କୁ ଯବାନ ମାରିଲେ ଛୁରା । ସାମାନ୍ୟ କଥ।କୁ ନେଇ ହୋଇଛି ଛୁରା ମାଡ । ଆହତ ଯବାନଙ୍କ ନାଁ ବଶିର ଖାନ । ଛୁରା ମାଡରେ ସାମାନ୍ୟ ଆହତ ହୋଇଛନ୍ତି । ତେବେ ଉଭୟଙ୍କୁ ଚନ୍ଦ୍ରଶେଖର ପୋଲିସ ଅଟକ ରଖି ପଚରା ଉଚରା ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ 🔴 ଇସ୍ତଫା ଦେଇପାରନ୍ତି ମହମ୍ମଦ ୟୁନୁସ 🔴 ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଓଡ଼ିଶାକୁ ମାଡି ଆସୁଛି ପ୍ରବଳ ବର୍ଷା 🔴 ବିଜେଡିରେ କମ୍ପନ, ରାଜା-ବବି-ପାଣ୍ଡିଆନ ଫାଇଟ! 🔴 ଟପ୍ ସିକ୍ରେଟ୍ ଯୋଦ୍ଧା 🔴 ଜ୍ୟୋତିଙ୍କ ୟୁପି ଲିଙ୍କ 🔴 ଯେବେ ସିନ୍ଦୂର ବାରୁଦ ହୁଏ…. 🔴 ବିଜେଡି କର୍ମୀଙ୍କୁ ମାଡ଼ 🔴 ପହଲଗାମ ଆଟାକକୁ ମାସେ, ଆଜି ବି ମନେପଡିଲେ… 🔴 ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ 🔴 ଇସ୍ତଫା ଦେଇପାରନ୍ତି ମହମ୍ମଦ ୟୁନୁସ 🔴 ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି 🔴 ଓଡ଼ିଶାକୁ ମାଡି ଆସୁଛି ପ୍ରବଳ ବର୍ଷା 🔴 ବିଜେଡିରେ କମ୍ପନ, ରାଜା-ବବି-ପାଣ୍ଡିଆନ ଫାଇଟ! 🔴 ଟପ୍ ସିକ୍ରେଟ୍ ଯୋଦ୍ଧା 🔴 ଜ୍ୟୋତିଙ୍କ ୟୁପି ଲିଙ୍କ 🔴 ଯେବେ ସିନ୍ଦୂର ବାରୁଦ ହୁଏ…. 🔴 ବିଜେଡି କର୍ମୀଙ୍କୁ ମାଡ଼ 🔴 ପହଲଗାମ ଆଟାକକୁ ମାସେ, ଆଜି ବି ମନେପଡିଲେ…