Masthead

ରଥଯାତ୍ରା ଓ ସ୍ନାନପୂର୍ଣ୍ଣିମା ଆଗରୁ ସେବାୟତଙ୍କ ସ୍ୱାସ୍ଥ୍ୟ ଯାଞ୍ଚ

ପୁରୀ(ବଡ଼ ଖବର ବ୍ୟୁରୋ): ରଥଯାତ୍ରା ଏବଂ ସ୍ନାନପୂଣ୍ଣିମା ପୂର୍ବରୁ ସେବାୟତଙ୍କ ସ୍ୱାସ୍ଥ୍ୟ ଯାଞ୍ଚ ହୋଇଛି । କୋଭିଡିକୁ ନଜରରେ ରଖି ଶ୍ରୀମନ୍ଦିର ସେବାୟତ, ପୋଲିସ କର୍ମଚାରୀ, ମନ୍ଦିର ପ୍ରଶାସନିକ ଅଧିକାରୀଙ୍କ ହେବ ଆରଟିପିସିଆର ଟେଷ୍ଟ ଆଜିଠୁ ଆରମ୍ଭ ହୋଇଛି । ରଥଯାତ୍ରା ସମ୍ଫୃକ୍ତ ସମସ୍ତଙ୍କର ହେବ ଚାରିଥର କରୋନା ଟେଷ୍ଟ । ରଥଯାତ୍ରାକୁ ସମ୍ଫୂର୍ଣ୍ଣ କୋଭିଡ ମୁକ୍ତ କରିବା ଶ୍ରୀମନ୍ଦିର ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ