Masthead

ସୁବାଷ ଗନ୍ତାୟତଙ୍କ ଦେହାନ୍ତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ବରିଷ୍ଠ ବିଜେପି ନେତା ସୁବାଷ ଗନ୍ତାୟତଙ୍କ ପରଲୋକ । ଦୀର୍ଘଦିନ ଧରି କ୍ୟାନସର ରୋଗରେ ପୀଡ଼ିତ ଥିଲେ ସୁବାଷ । ମୃତ୍ୟୁ ବେଳକୁ ତାଙ୍କୁ ୬୫ବର୍ଷ ବୟସ ହୋଇଥିଲା । ଆଜି ସକାଳ ୬ଟା ୧୫ରେ ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ଆଖି ବୁଜିଛନ୍ତି ସୁବାଷ ଗନ୍ତାୟତ । ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଥିଲେ ସେ । ପ୍ରବାସୀ ଓଡ଼ିଆ ସମାଜର ମଧ୍ୟ ଆବାହକ ଭାବେ କାର୍ଯ୍ୟ କରୁଥିଲେ ।

ସୁବାଷଙ୍କ ଘର ଖୋର୍ଦ୍ଧା । ସେ ଛାତ୍ର ଜୀବନରୁ ବିଭିନ୍ନ ଆନ୍ଦୋଳନରେ ନିଜକୁ ସାମିଲ କରିଥିଲେ । ଖୋର୍ଦ୍ଧା ପିଏନ କଲେଜର ପୂର୍ବତନ ସଭାପତି ଥିଲେ । ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ପୂର୍ବତନ ରାଜ୍ୟ ସମ୍ପାଦକ ମଧ୍ୟ ଥିଲେ ସେ । ଜରୁରୀକାଳୀନ ପରିସ୍ଥିତି ବେଳେ ଏବିଭିପିର ନେତୃତ୍ୱ ନେଇ ଜେଲ ମଧ୍ୟ ଯାଇଥିଲେ ସୁବାଷ । ରାଜ୍ୟ ବିଶେଷ କରି ଖୋର୍ଦ୍ଧା ଜିଲ୍ଲା ରାଜନୀତିରେ ମଧ୍ୟ ବେଶ୍ ସକ୍ରିୟ ଥିଲେ ସୁବାଷ ଗନ୍ତାୟତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି