Masthead

ଆଜିଠୁ ମହା ଟିକାକରଣ ଅଭିଯାନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜ୍ୟରେ ମହା ଟିକାକରଣ ଅଭିଯାନ । କ୍ୟାମ୍ପେନ ମୋଡରେ ହେବ ଟିକାକରଣ । ଦିନକୁ ୩ଲକ୍ଷ ଟିକାକରଣ କରାଯିବ । ପଞ୍ଜିକରଣ ନକରି ସିଧାସଳଖ ଟିକାକରଣ କେନ୍ଦ୍ରକୁ ଆସି ଟିକା ନେଇପାରିବେ । ୧୮-୪୪ ବର୍ଗଙ୍କ ପାଇଁ ଟିକା ଯୋଗାଇ ଦିଆଯିବ । ରାଜ୍ୟରେ ୧୮-୪୪ ବର୍ଗର ୩.୦୯ କୋଟି ଲୋକ ଅଛନ୍ତି । ୫୬.୧୮ କୋଟି ଡୋଜ ଟିକା ଆବଶ୍ୟକ ।

ଚଳିତ ବର୍ଷ ଜାନୁଆରୀ ୧୬ରୁ ଆରମ୍ଭ ହୋଇଛି ଟିକାକରଣ ଅଭିଯାନ । ରାଜ୍ୟରେ ୯୬ଲକ୍ଷ ୭୭ହଜାର ୫୯୨ ଡୋଜ ଟିକା ଦିଆସରିଛି । ପ୍ରତ୍ୟେକ ବ୍ଲକ ଓ ଏନ୍ଏସିରେ ୫ଟି ଲେଖାଏଁ ଟିକାକରଣ ଅଧିବେଶନ ଆୟୋଜିତ କରାଯିବ । ମୁନିସପାଲିଟିରେ ୧୦ ଓ ମହାନଗର ନିଗମରେ ୨୦ଟି ଅଧିବେଶନ ଆୟୋଜିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରୁ ଧରାପଡ଼ିଲା ଫେକ୍ ଆର୍ମି ଅଫିସର 🔴 ଚଳନ୍ତା ୧୦୮ ଆମ୍ବୁଲାନ୍ସରୁ ଖସିଗଲା ଚକର ନଟ୍ 🔴 ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସମ୍ଭାବନା 🔴 ଲାଲ ଟୁକୁଟକୁ ସାଧବ ବୋହୂ 🔴 ପରଭାଣୀ ହନୁମାନ ମନ୍ଦିରରେ ଅଘଟଣ 🔴 ସିଏମଓରୁ ସିଏସଓ ଘାଣ୍ଟୁଛି ଏସଆଇଟି…ଆଗକୁ ନବୀନ ନିବାସ ପାଳି 🔴 ଆଦିବାସୀଙ୍କ ପରମ୍ପରା ଓ ସଂସ୍କୃତିକୁ ଜାଣିବା ପାଇଁ ପାହାଡପୁରକୁ ପ୍ରଧାନମନ୍ତ୍ରୀଙ୍କୁ ନେଇଥିଲି 🔴 ପାହାଡ଼ପୁର ହେବ ‘ସୂର୍ଯ୍ୟଗ୍ରାମ’: ପ୍ରଧାନମନ୍ତ୍ରୀ 🔴 ଅଯୋଧ୍ୟା ରାମ ମନ୍ଦିର ଦାନ ବାକ୍ସ ଦାନ ଅର୍ଥ ହେରଫେର ମାମଲା 🔴 ରାଉରକେଲାରେ ଡବଲ୍‌ ଏନ୍‌କାଉଣ୍ଟର 🔴 ଶ୍ରୀମନ୍ଦିରରୁ ଧରାପଡ଼ିଲା ଫେକ୍ ଆର୍ମି ଅଫିସର 🔴 ଚଳନ୍ତା ୧୦୮ ଆମ୍ବୁଲାନ୍ସରୁ ଖସିଗଲା ଚକର ନଟ୍ 🔴 ବାଲେଶ୍ୱର ଓ ମୟୂରଭଞ୍ଜରେ ଭାରି ବର୍ଷା ସମ୍ଭାବନା 🔴 ଲାଲ ଟୁକୁଟକୁ ସାଧବ ବୋହୂ 🔴 ପରଭାଣୀ ହନୁମାନ ମନ୍ଦିରରେ ଅଘଟଣ 🔴 ସିଏମଓରୁ ସିଏସଓ ଘାଣ୍ଟୁଛି ଏସଆଇଟି…ଆଗକୁ ନବୀନ ନିବାସ ପାଳି 🔴 ଆଦିବାସୀଙ୍କ ପରମ୍ପରା ଓ ସଂସ୍କୃତିକୁ ଜାଣିବା ପାଇଁ ପାହାଡପୁରକୁ ପ୍ରଧାନମନ୍ତ୍ରୀଙ୍କୁ ନେଇଥିଲି 🔴 ପାହାଡ଼ପୁର ହେବ ‘ସୂର୍ଯ୍ୟଗ୍ରାମ’: ପ୍ରଧାନମନ୍ତ୍ରୀ 🔴 ଅଯୋଧ୍ୟା ରାମ ମନ୍ଦିର ଦାନ ବାକ୍ସ ଦାନ ଅର୍ଥ ହେରଫେର ମାମଲା 🔴 ରାଉରକେଲାରେ ଡବଲ୍‌ ଏନ୍‌କାଉଣ୍ଟର