Masthead

ମାଷ୍ଟରକ୍ୟାଣ୍ଟିନ ଘୋଡ଼ା ଉଠିବାକୁ ବିରୋଧ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡିଶାର ପ୍ରଖ୍ୟାତ ସ୍ଥପତି ପଦ୍ମଭୂଷଣ ରଘୁନାଥ ମାହାପାତ୍ରଙ୍କ ଅନନ୍ୟ ସୃଷ୍ଟି ମାଷ୍ଟରକ୍ୟାଣ୍ଟିନ ଛକର ଘୋଡା ଏବଂ ଯୋଦ୍ଧା ସ୍ଥାପତ୍ୟ ହଟାଇବାକୁ ନିଷ୍ପତ୍ତି ନେଇଛନ୍ତି ସରକାର । ଏହାକୁ ଯାହାକୁ ଏବେ ବିଭିନ୍ନ ସଂଗଠନ ବିରୋଧ କରୁଥିବା ଦେଖିବାକୁ ମିଳିଛି । ପ୍ରଥମେ ଏହାକୁ କଂଗ୍ରେସ ବିରୋଧ କରୁଥିବା ବେଳେ ଏବେ ଏଥିରେ ଭାରତୀୟ ଜନତା ପାର୍ଟି ମଧ୍ୟ ସାମିଲ ହୋଇଛି । ଦଶନ୍ଧି ଧରି ରାଜଧାନୀର ପ୍ରତୀକ ପାଲଟିଥିବା ମାଷ୍ଟରକ୍ୟାଣ୍ଟିନ ଘୋଡ଼ାକୁ ୧୯୮୮ ମସିହାରେ ଶିଳ୍ପୀ ରଘୁନାଥ ମହାପାତ୍ର ସ୍ଥାପନ କରିଥିଲେ ।

ବର୍ତ୍ତମାନ ସ୍ମାର୍ଟ ଜନପଥର ଯୋଜନା ପାଇଁ ଏହି ଘୋଡ଼ାକୁ ରାଜଭବନ ସମ୍ମୁଖକୁ ସ୍ଥାନାନ୍ତର କରିବାକୁ ଯୋଜନା ଚାଲିଛି । ଯାହାକୁ ନେଇ ଏବେ ବିଭିନ୍ନ ସଂଗଠନ ବିରୋଧ କରିବା ସହ ଘୋଡ଼ା ଉଠିଲେ ଅଧିକ ବିରୋଧ କରିବାକୁ ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା