Masthead

ଗତ ୨୪ଘଣ୍ଟାରେ ରାଜ୍ୟରେ ୩୦୩୧ ପଜିଟିଭ ଚିହ୍ନଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଗତ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ହଜାର ୩୧ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୭୩୮ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ଲୋକ କେସ ୧୨୯୩ ରହିଛି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୮୧ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ତେବେ ଅନୁଗୁଳରୁ ୧୨୧ ଜଣ, ବାଲେଶ୍ୱରରୁ ୨୯୦ ଜଣ, ବରଗଡ଼ରୁ ୩୯ ଜଣ, ଭଦ୍ରକରୁ ୧୩୫ ଜଣ, ବଲାଙ୍ଗୀରରୁ ୩୦ ଜଣ, ବୌଦ୍ଧରୁ ୪୦ ଜଣ, କଟକରୁ ୨୯୫ ଜଣ, ଦେବଗଡ଼ରୁ ୧୧ ଜଣ, ଢେଙ୍କାନାଳରୁ ୯୦ ଜଣ, ଗଜପତିରୁ ୨୫ ଜଣ, ଗଞ୍ଜାମରୁ ୨୬ ଜଣ, ଜଗତସିଂହପୁରରୁ ୧୦୭ ଜଣ, ଯାଜପୁରରୁ ୨୨୬ ଜଣ, ଝାରସୁଗୁଡ଼ାରୁ ୧୭ ଜଣ, କଳାହାଣ୍ଡିରୁ ୩୯ ଜଣ।

କନ୍ଧମାଳରୁ ୩୮ ଜଣ, କେନ୍ଦ୍ରାପଡ଼ାରୁ ୧୧୮ ଜଣ, କେନ୍ଦୁଝରରୁ ୬୮ ଜଣ, କୋରାପୁଟରୁ ୬୮ ଜଣ, ମାଲକାନଗିରିରୁ ୪୩ ଜଣ, ମୟୁରଭଞ୍ଜରୁ ୧୬୭ ଜଣ, ନବରଙ୍ଗପୁରରୁ ୬୩ ଜଣ, ନୟାଗଡ଼ରୁ ୧୪୦ ଜଣ, ନୂଆପଡ଼ାରୁ ୨୦ ଜଣ, ପୁରୀରୁ ୧୮୦ ଜଣ, ରାୟଗଡ଼ାରୁ ୪୪ ଜଣ, ସମ୍ୱଲପୁରରୁ ୩୦ ଜଣ, ସୋନପୁରରୁ ୨୨, ସୁନ୍ଦରଗଡ଼ରୁ ୮୦ ଓ ଷ୍ଟେଟ ପୁଲରୁ ୭୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ୟ୍ୟନ୍ତ ରାଜ୍ୟରେ ୮୮୦୫୩୩ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୮୪୦୨୧୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୬୬୩୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି । ଗତ ୨୪ ଘଣ୍ଟାରେ ୫୦୮୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି