Masthead

ପଟିଆଲାରେ ଦୂତୀ ରଚିଲେ ନୂଆ ରେକର୍ଡ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜାତୀୟ ରେକର୍ଡ କଲେ ଧାବିକା ଦୂତୀ ଚାନ୍ଦ । ନିଜର ପୂର୍ବ ଜାତୀୟ ରେକର୍ଡକୁ ଭାଙ୍ଗିଲେ ଦୂତୀ । ୧୦୦ ମିଟର ଦୌଡ଼ରେ ସେ ଏହି ନୂଆ ରେକର୍ଡ କରିଛନ୍ତି । ସୂଚନା ଅନୁସାରେ ୧୧.୧୭ ସେକେଣ୍ଡରେ ୧୦୦ ମିଟର ଦୌଡ଼ ଅତିକ୍ରମ କରି ଦୂତୀ ସୃଷ୍ଟି କରିଛନ୍ତି ଆଉ ଏକ ନୂଆ ରେକର୍ଡ ।

ସେପଟେ ଆଉ ୦.୨ ସେକେଣ୍ଡ କମ୍ ହୋଇଥିଲେ ଅର୍ଥାତ୍ ୧୧.୧୫ ସେକେଣ୍ଡ ହୋଇଥିଲେ ତାଙ୍କୁ ମିଳିଥାନ୍ତା ଅଲିମ୍ପିକ ଟିକେଟ୍ । ପଟିଆଲାରେ ଇଣ୍ଡିଆନ ଗ୍ରାଣ୍ଡ ପ୍ରିରେ ସେ ଏହି ରେକର୍ଡ କରିଛନ୍ତି । ପୂର୍ବରୁ ମଧ୍ୟ ସେ ୧୧.୨୨ ସେକେଣ୍ଡରେ ୧୦୦ ମିଟର ପାର କରିଥିଲେ । ଏହିନୂଆ ରେକର୍ଡ ପାଇଁ ଓଡ଼ିଶାର ବିଭିନ୍ନ ବର୍ଗରୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା