Masthead

୩ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ୩ହଜାର ତଳକୁ କମିଛି ଦୈନିକ ସଂକ୍ରମଣ । ଗତ ୨୪ଘଣ୍ଟାରେ ୨ହଜାର ୯୫୭ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୩୮ ରୋଗୀଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା । ତେବେ ପଜିଟିଭ ହାର ରହିଛି ୪.୭୯% । ଖୋର୍ଦ୍ଧାରୁ ସର୍ବାଧିକ ୪୦୮ ପଜିଟିଭ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୪୦୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୨୭୨, ଯାଜପୁରରୁ ୨୬୦, ବାଲେଶ୍ୱରରୁ ୨୪୭, ଭଦ୍ରକରୁ ୧୯୨, କେନ୍ଦ୍ରାପଡ଼ାରୁ ୧୧୬, ନୟାଗଡ଼ରୁ ୧୧୨, ଅନୁଗୁଳରୁ ୧୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ବରଗଡ଼ରୁ ୪୧, ବଲାଙ୍ଗିରରୁ ୩୭, ବୌଦ୍ଧରୁ ୪୭, ଦେବଗଡ଼ରୁ ୧୦, ଢେଙ୍କନାଳରୁ ୪୨, ଗଜପତିରୁ ୨୪, ଗଂଜାମରୁ ୧୮, ଜଗତସିଂହପୁରରୁ ୧୦୩, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୩୮, କନ୍ଧମାଳରୁ ୫୭ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

କୋରାପୁଟରୁ ୬୦, ମାଲକାନଗିରିରୁ ୫୬, ମୟୁରଭଞ୍ଜରୁ ୧୩୫, ନବରଙ୍ଗପୁରରୁ ୪୫, ନୂଆପଡ଼ାରୁ ୧୦, ପୁରୀରୁ ୨୧୯, ରାୟଗଡ଼ାରୁ ୬୩, ରାୟଗଡ଼ାରୁ ୬୩, ସମ୍ବଲପୁରରୁ ୨୮, ସୁବର୍ଣ୍ଣପୁରରୁ ୨୫, ସୁନ୍ଦରଗଡ଼ରୁ ୫୮ ଓ ଷ୍ଟେଟପୁଲରୁ ୭୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୮୩ ହଜାର ୪୯୦କୁ ବୃଦ୍ଧି ପାଇଛି । ରାଜ୍ୟର ୨୦ ଜିଲ୍ଲା ଗ୍ରୀନ୍‌ ଜୋନରେ ରହିଛି । ୪ ଜିଲ୍ଲା ରେଡ୍‌ ଜୋନରେ ଥିବାବେଳେ ୬ ଜିଲ୍ଲା ୟେଲୋ ଜୋନରେ ରହିଛି। ୩୫ ହଜାର ତଳକୁ ଖସିଛି ଆକ୍ଟିଭ କେସ୍‌।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ