Masthead

କପିଲଙ୍କ ରେକର୍ଡ଼ ଭାଙ୍ଗି ଆଗରେ ଇଶାନ୍ତ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତର ଷ୍ଟାର ସିମର ଇଶାନ୍ତ ଶର୍ମା ଏକ ନୂଆ ରେକର୍ଡ଼ ସୃଷ୍ଟି କରିଛନ୍ତି । ଭାରତ ଓ ନ୍ୟୁଜଲ୍ୟାଣ୍ଡ ମଧ୍ୟରେ ୱାର୍ଲ୍ଡ ଟେଷ୍ଟ ଚାମ୍ପିଅନସିପ ଫାଇନାଲ ମ୍ୟାଚ ଖେଳାଯାଉଛି । ଏହି ମ୍ୟାଚରେ ଇଶାନ୍ତ ନ୍ୟୁଜିଲାଣ୍ଡ ବ୍ୟାଟସ ମ୍ୟାନ ଡେଭନ କନୱେଙ୍କୁ ଆଉଟ କରିଛନ୍ତି । ସେହିପରି ଏସିଆ ବାହାରେ ସର୍ବାଧିକ ଟେଷ୍ଟ ୱିକେଟ ନେବାରେ ଲିଜେଣ୍ଡାରୀ ଅଲରାଉଣ୍ଡର କପିଲ ଦେବଙ୍କ ରେକର୍ଡ଼ ଭାଙ୍ଗିଛନ୍ତି । ଏସିଆ ବାହାରେ ସର୍ମାଧିକ ୱିକେଟ ନେବାରେ ଅନୀଲ କମ୍ବଲେ ୨୦୦ ୱିକେଟ ସହ ଆଗରେ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ