Masthead

ମେହବୁବାଙ୍କ ପାକିସ୍ତାନ ପ୍ରେମ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଜୁନ ୨୪ରେ ପ୍ରଧାନମନ୍ତ୍ରୀ ମୋଦି ଜମ୍ମୁ କାଶ୍ମୀର ପ୍ରସଙ୍ଗରେ ଡକାଇଛନ୍ତି ସର୍ବଦଳୀୟ ବୈଠକ । ଏଥିରେ ଯୋଗଦେବାକୁ ଗୁପକାର ମେଣ୍ଟ ପକ୍ଷରୁ ଆଜି ନିଷ୍ପତ୍ତି ନିଆଯାଇଛି । ଆଜି ଫାରୁକ ଅବଦୁଲ୍ଲାଙ୍କ ବାସଭବନରେ ଏକ ବୈଠକ ଡାକି ଏହି ନିଷ୍ପତ୍ତି ନେଇଛି ମେଣ୍ଟ । ତେବେ ଏହି ବୈଠକରେ ପିଡିପି ମୁଖ୍ୟ ମେହବୁବା ମୁଫତି ପୁଣି ଥରେ ପାକିସ୍ତାନ ପ୍ରେମ ଦେଖାଇଛନ୍ତି ।

ସେ କହିଛନ୍ତି ଯେ, କେନ୍ଦ୍ର ସରକାର କାଶ୍ମୀର ପ୍ରସଙ୍ଗରେ ପାକିସ୍ତାନ ସହ କଥା ହେବା ଉଚିତ । କାଶ୍ମୀରରେ ମଧ୍ୟ ବହୁ ସମସ୍ୟା ରହିଛି । ଦୋହା ପ୍ରସଙ୍ଗରେ ସରକାର ତାଲିବାନ ସହ ମଧ୍ୟ ଆଲୋଚନା କରୁଛନ୍ତି । ତେଣୁ କାଶ୍ମୀର ପ୍ରସଙ୍ଗରେ ପାକିସ୍ତ।।ନ ସହ କେନ୍ଦ୍ର ସରକାରଙ୍କୁ ଆଲୋଚନା କରିବାକୁ ପଡ଼ିବ ତେବେ ଯାଇ ଏଠାରେରେ ଶାନ୍ତି ଫେରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ