Masthead

ରାଜ୍ୟରେ ୪୬ ମୁଣ୍ଡ ନେଇଛି ମହାମାରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ୨୪ ଘଣ୍ଟାରେ ୩ ହଜାର ୪୫୬ ନୂଆ ଆକ୍ରାନ୍ତ ଚିହ୍ନଟ। ସଙ୍ଗରୋଧରୁ ୧୯ ଶହ ୭୩ ଜଣ ଥିବା ବେଳେ ୧୪ ଶହ ୮୩ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୯୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୪୮୦, ପୁରୀରୁ ୨୮୯, ଯାଜପୁରରୁ ୨୬୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଗୋଟିଏ ଦିନରେ ୪୬ ମୁଣ୍ଡ ନେଇଛି ମହାମାରୀ ।

ରାଜ୍ୟରେ ମୋଟ ସଂକ୍ରମଣ ସଂଖ୍ୟା ୮ ଲକ୍ଷ ୮୬ ହଜାର ୯୪୬ ରହିଛି । ସେଥିରୁ ସୁସ୍ଥ ହୋଇଛନ୍ତି ୮ଲକ୍ଷ ୪୮ ହଜାର ୯୬ । ରାଜ୍ୟରେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି ୩୪ ହଜାର ୨୧୬। ୬୫ ହଜାର ୮୪୫ ନମୁନା ପରୀକ୍ଷା ହୋଇଥିବା ବେଳେ ପଜିଟିଭ ହାର ୫ ଦଶମିକ ୨୪ ପ୍ରତିଶତ ରହିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ