Masthead

ଚଳିତବର୍ଷ ମଧ୍ୟ ହ୍ରାସ ହେବ ସିଲାବସ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ସିଲାବସ୍ ହ୍ରାସ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ସିଲାବସ ୩୦ ପ୍ରତିଶତ କମିବ । ଅର୍ଥାତ ୭୦ ପ୍ରତିଶତ ସିଲାବସରୁ ହିଁ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । କରୋନାର ଦ୍ୱିତୀୟ ଲହରକୁ ଦେଖି ଏଭଳି ନିଷ୍ପତ୍ତି କରିଛି ସ୍କୁଲ ଓ ଗଣଶିକ୍ଷା ବିଭାଗ।

କରୋନା ସଂକ୍ରମଣ ଯୋଗୁଁ ରାଜ୍ୟରେ ଶ୍ରେଣୀଗୃହ ଶିକ୍ଷା ବାଧାପ୍ରାପ୍ତ ହୋଇଛି । ପିଲାମାନେ ଅନଲାଇନରେ ପାଠ ପଢୁଛନ୍ତି । ଏଭଳି ନିଷ୍ପତ୍ତି କରିଛି ଗଣଶିକ୍ଷା ବିଭାଗ । ସେହିପରି ଅନଲାଇନ ପାଠପଢାରୁ ବଞ୍ଚିତ ପିଲାଙ୍କ ପାଇଁ ବିକଳ୍ପ ବ୍ୟବସ୍ଥା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି । ସ୍କୁଲ ଖୋଲିବା ନେଇ ବର୍ତ୍ତମାନ କୌଣସି ନିଷ୍ପତ୍ତି ହୋଇନଥିବା କହିଛନ୍ତି ମନ୍ତ୍ରୀ ସମୀର ଦାଶ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର