Masthead

ମାଧ୍ୟମିକ ପାଠ୍ୟକ୍ରମରେ ସାମିଲ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ତାଲାବନ୍ଦ କାରଣରୁ ପାଠପଢ଼଼ା ବ୍ୟାହତ ହେଉଥିବାରୁ ଗତବର୍ଷ ପରି ଚଳିତ ବର୍ଷ ମଧ୍ୟ ନବମ ଓ ଦଶମ ଶ୍ରେଣୀର ୩୦% ପାଠ୍ୟକ୍ରମ ହ୍ରାସ କରାଯିବା ନିମନ୍ତେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ କାନ୍ତକବି ଲକ୍ଷ୍ମୀକାନ୍ତଙ୍କ ରଚିତ ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତକୁ ମଧ୍ୟ ନବମ ଓ ଦଶମ ଶ୍ରେଣୀ ପାଠ୍ୟକ୍ରମରେ ଚଳିତ ବର୍ଷଠାରୁ ସାମିଲ କରାଯାଇଛି। ଛାତ୍ରଛାତ୍ରୀମାନେ ପ୍ରଥମ ଭାଷା ଓଡ଼ିଆରେ ଏହାକୁ ଅଧ୍ୟୟନ କରିବେ ବୋଲି ବୋର୍ଡ ସୂତ୍ରରୁ ଜଣାଯାଇଛି।

ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ସ୍ୱାସ୍ଥ୍ୟକୁ ଗୁରୁତ୍ୱ ଦିଆଯାଇ ପାଠ୍ୟକ୍ରମକୁ ହ୍ରାସ କରାଯାଇଛି ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ତାଲାବନ୍ଦ ଯୋଗୁଁ ଛାତ୍ରଛାତ୍ରୀମାନେ ଶ୍ରେଣୀଗୃହ ଶିକ୍ଷା ପାଇବାରୁ ବଞ୍ଚିତ ହେବା ତଥା ଅନଲାଇନ ପାଠପଢ଼଼ା ସେମାନଙ୍କ ନିକଟରେ ପହଞ୍ଚିବାରେ ସମସ୍ୟା ଉପୁଜୁଥିବାରୁ ସରକାର ଏଭଳି ନିଷ୍ପତ୍ତି ନେଇଥିବା ମନ୍ତ୍ରୀ ଶ୍ରୀ ଦାଶ ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ