Masthead

ପୂଣ୍ୟ ତିଥିରେ ପୁଣ୍ୟାତ୍ମା ନବକୃଷ୍ଣଙ୍କୁ ଶ୍ରଦ୍ଧାଞ୍ଜଳୀ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଆଜି ହେଉଛି ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ପୂଣ୍ୟତିଥି । ସେବା ଓ ତ୍ୟାଗର ପ୍ରତୀକ ଥିଲେ ନବକୃଷ୍ଣ ଚୌଧୁରୀ । ତାଙ୍କ ଭଳି ସଚ୍ଚୋଟ ରାଜନେତା ଭାରତ ବର୍ଷରେ ବିରଳ । ଓଡ଼ିଶାର ରାଜନୀତି ଓ ଅର୍ଥନୀତି କ୍ଷେତ୍ରରେ ବହୁ ଐତିହାସିକ ସଂସ୍କାର ଆଣିଥିଲେ ନବକୃଷ୍ଣ ଚୌଧୁରୀ ।

ବିଧାନସଭାରେ ସେ ଓଡ଼ିଆରେ ଭାଷଣ ଦେଉଥିଲେ । ଶାନ୍ତି ନିକେତନରେ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ଖୋଲିବା ପାଇଁ ତାଙ୍କୁ ସରକାର ୬୦,୦୦୦ ଟଙ୍କା ଦାନ କରିଥିଲେ। ତେବେ ବୁଧବାର ନବକୃଷ୍ଣ ଚୌଧୁରୀଙ୍କ ପୁଣ୍ୟ ତିଥି ଅବସରରେ ଅନଗୁଳ ରକ୍ତ ଭଣ୍ଡାର ଠାରେ ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର