Masthead

ଦେଶରେ କମୁଛି ଦ୍ୱିତୀୟ ଲହରର ପ୍ରଭାବ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦେଶରେ ଗତ ୨୪ଘଣ୍ଟା ମଦ୍ୟରେ ୫୪ହଜାର ୬୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଭାରତରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୮୨ହଜାର ୭୭୮ରୋଗୀ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ଘଣ୍ଟାରେ ୧୩୨୧ ମୃତ୍ୟୁ ରେକର୍ଡ କରାଯାଇଛି । ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୦୦,୮୨,୭୭୮ ଓ ମୃତ୍ୟୁସଂଖ୍ୟା ୩,୯୧,୯୮୧ରେ ପହଞ୍ଚିଛି । ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୬୮,୮୮୫ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୯୦,୬୩,୭୪୦ରେ ପହଞ୍ଚିଛି ।

ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୬,୯୧,୯୮୧ । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୩୦,୧୬,୨୬,୦୮୨ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁନ୍ ୨୩ ତାରିଖ ସୁଦ୍ଧା ସମୁଦାୟ ୩୯,୭୮,୩୨,୬୬୭ ନମୁନା ପରୀକ୍ଷା ସରିଛି । ଗତକାଲି ପରୀକ୍ଷା ହୋଇଛି ୧୮,୫୯,୪୬୯ଟି ନମୁନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼