Masthead

ଗାଁରେ ନାହିଁ ନେଟୱାର୍କ, ଗଛ ମୂଳେ ପାଠ ପଢୁଛନ୍ତି ପିଲା

ଭୁବନ (ବଡ଼ ଖବର ବ୍ୟୁରୋ): କରୋନା ମହାମାରୀ ଯୋଗୁଁ ବନ୍ଦ ରହିଛି ସମସ୍ତ ଶିକ୍ଷାନୁଷ୍ଠାନ । ଘରୋଇ ଶିକ୍ଷାନୁଷ୍ଠାନରେ ଅନଲାଇନ ପାଠପଢା ଚାଲିଥିବା ବେଳେ ସରକାରୀ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀଙ୍କ ପାଇଁ ୟୁ ଟ୍ୟୁବରେ ପାଠପଢା ଆରମ୍ଭ ହୋଇଛି । ରାଜ୍ୟରେ ସରକାରୀ ଶିକ୍ଷାନୁଷ୍ଠାନରେ ପ୍ରଥମ ଶ୍ରେଣୀରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଚଳିତ ମାସ ୨୧ ତାରିଖଠାରୁ ୟୁ ଟ୍ୟୁବ୍ ପାଠପଢା ଆରମ୍ଭ କରିଛନ୍ତି ରାଜ୍ୟ ସରକାର ।

କିଛି ଦିନ ହେବ ଗାଁରେ ମୋବାଇଲ ନେଟଓ୍ବାର୍କ ନଥିବାରୁ ପାଠପଢାରୁ ବଞ୍ଚିତ ହେଉଛନ୍ତି ବହୁ ଛାତ୍ରଛାତ୍ରୀ। ଗାଁ ଠାରୁ ଏକ କିମି ଦୂରରେ ଥିବା ବରଗଛ ମୂଳେ ପଢୁଛନ୍ତି ପାଠ । ଏପରି ଦୃଶ୍ୟ ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲ୍ଲା ଭୁବନ ବ୍ଲକ ଅନ୍ତର୍ଗତ ବାଉଁଶକଣ ଗ୍ରାମରେ। ତେବେ ଗ୍ରାମରେ ଏୟାରଟେଲ ଓ ଜିଓ ନେଟଓ୍ବାର୍କ କାମ କରୁଥିବା ବେଳେ ଗତ କିଛିଦିନ ହେବ ତାହା କାମ କରୁନଥିବାରୁ ସମସ୍ୟା ଉପୁଜୁଛି । ବାଧ୍ୟ ହୋଇ ପିଲାମାନେ ବରଗଛ ମୂଳେ ପାଠ ପଢୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ