Masthead

ଚାଲିଛି ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜି ଜମ୍ମୁ କାଶ୍ମୀର ପାଇଁ ଗୁରୁତ୍ୱପୂର୍ଣ୍ଣ ଦିନ । ପ୍ରଧାନମନ୍ତ୍ରୀଙ୍କ ବୈଠକରେ ଚାଲିଛି ସର୍ବଦଳୀୟ ବୈଠକ । ଏଥିରେ ଜମ୍ମୁ କାଶ୍ମୀରର ଗୁପକାର ମେଣ୍ଟ ସହ ଅନ୍ୟାନ୍ୟ ନେତା ବି ସାମିଲ ଅଛନ୍ତି । ଧାରା ୩୭୦ ଉଠିବା ପରେ କାଶ୍ମୀର ନେତାମାନଙ୍କ ସହ ଏହା ହେଉଛି ପ୍ରଧାନମନ୍ତ୍ରୀଙ୍କ ସବୁଠାରୁ ବଡ଼ ବୈଠକ । ବୈଠକରେ କ’ଣ ଆଲୋଚନା କରାଯାଉଛି ତା’ହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇନି ।

ତେବେ ଏହି ବୈଠକକୁ ନେଇ ଫାରୁକ ଅବଦୁଲ୍ଲା କହିଛନ୍ତି ଯେ, ବୈଠକର କୌଣସି ଏଜେଣ୍ଡା ନାହିଁ । ଆମେ ଆମ କଥା କହିବୁ, ଆଉ ପ୍ରଧାନମନ୍ତ୍ରୀ ଓ ଗୃହମନ୍ତ୍ରୀ ତା ଉପରେ କହିବେ । ସେପଟେ ନେତା ମାନଙ୍କ ବ୍ୟତୀତ ଏହି ବୈଠକରେ ଅଜିତ ଡୋଭାଲ ମଧ୍ୟ ପହଞ୍ଚିଛନ୍ତି । ତେବେ ଏହି ବୈଠକର ନିଷ୍କର୍ଷ ଉପରେ ରହିଛି ସମସ୍ତଙ୍କ ନଜର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା