Masthead

ସ୍ନାନ ପୂଣ୍ଣିମାରେ ଚାଲିଗଲେ ମହାପ୍ରଭୁଙ୍କ ଭକ୍ତ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଚାଲିଗଲେ ଗବେଷକ ତଥା ସମାଜସେବୀ କୃଷ୍ଣ ଚନ୍ଦ୍ର । ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ପରମ ଭକ୍ତଙ୍କ ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ କୃଷ୍ଣଚନ୍ଦ୍ରଙ୍କୁ ୯୧ବର୍ଷ ବୟସ ହୋଇଥିଲା । ସେ ଶ୍ରୀ ଜଗନ୍ନାଥ ଓ ଲିଙ୍ଗରାଜଙ୍କ ଉପରେ ବହୁ ଗବେଷଣା କରିଥିଲେ । ଏହି ଗବେଷଣାତ୍ମକ ପୁସ୍ତକ ତାଙ୍କର ବହୁ ପ୍ରସିଦ୍ଧ ହୋଇଥିଲା । ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ସହ ଅନ୍ୟାନ୍ୟ ସମ୍ମାନରେ ସମ୍ମାନିତ ହୋଇଛନ୍ତି । ତାଙ୍କ ଘର ପୁରୁଣା ଭୁବନେଶ୍ୱର ଖରାଖିଆ ବୈଦ୍ୟନାଥ ଅଞ୍ଚଳରେ ।

ସେ ଏକା ଧାରାରେ ଜଣେ ପ୍ରଶାସକ, ସାହିତ୍ୟିକ, ଗବେଷକ ଓ ସମାଜସେବୀ। ତାଙ୍କର ରଚିତ ହୋଇଥିବା ପୁସ୍ତକ ଗୁଡ଼ିକ ହେଉଛି ଛୋଟ ପରିବାର, ରତ୍ନମାଳ, ସର୍ବ ଧର୍ମର ମୂଳଭିତ୍ତି – ସନାତନ ଧର୍ମ, ଭାବାନ୍ତର, ମାନବ ସେବା ହିଁ ମାଧବ ସେବା, ମୁକ୍ତିର ସ୍ୱପ୍ନ, ସର୍ବ ବ୍ରହ୍ମମୟ ଜଗତ, ଦ୍ୱିତୀୟ ଶ୍ରୀକ୍ଷେତ୍ର ଓଡଗାଁ ଶ୍ରୀ ଶ୍ରୀ ରଘୁନାଥ ଜୀଉ। ସ୍ୱର୍ଗତ କୃଷ୍ଣଚନ୍ଦ୍ର ପଟ୍ଟନାୟକ ପାରଳାଖେମୁଣ୍ଡିର ମୂଳବାସିନ୍ଦା। ଓଡଗାଁ ରଘୁନାଥ ଟ୍ରଷ୍ଟ ସହିତ ମଧ୍ୟ ଜଡିତ ଥିଲେ କୃଷ୍ଣଚନ୍ଦ୍ର। ସେ ଧର୍ମ ସମ୍ବନ୍ଧିତ ଅନେକ ପୁସ୍ତକ ରଚନା କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା