Masthead

ଆଇପିଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର (ବଡ଼ ଖବର ବୁ୍ୟରୋ): ଆଜି ରାଜ୍ୟ ସରକାର ଆଇପିଏସ୍ ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି । ଏହି ଅଦଳବଦଳ ସହ ଆଇପିଏସ୍ ଯଶବନ୍ତ ଜେଠୱାଙ୍କୁ ଭିଜିଲାନ୍ସ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଦିଆଯାଇଛି । ଆଇପିଏସ୍ ସଞ୍ଜୀବ ପଣ୍ଡା କ୍ରାଇମବ୍ରାଞ୍ଚ ଏଡିଜି ଭାବେ ଦାୟିତ୍ବ ତୁଲାଇବେ ।

ସେହିପରି ଆଇପିଏସ୍ ସୁଧାଂଶୁ ଷଡଙ୍ଗୀଙ୍କୁ ଗୃହ ବିଭାଗର ସ୍ୱତନ୍ତ୍ର ଅଧିକାରୀ ଭାବେ ଦାୟିତ୍ୱ ଦିଆଯାଇଛି । ଅନ୍ୟପଟେ ଆଇପିଏସ୍ ଲଳିତ ଦାସଙ୍କୁ ଗୁଇନ୍ଦା ବିଭାଗର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଦେଇଛି ଗୃହ ବିଭାଗ । ତା ସହ ଆରକେ ଶର୍ମାଙ୍କୁ ଆଇନ୍ ଶୃଙ୍ଖଳା ଏଡିଜି ଏବଂ ଅସିତ ପାଣିଗ୍ରାହୀଙ୍କୁ ଭିଜିଲାନ୍ସ ଆଇଜି ଭାବେ ନୂଆକରି ଦାୟିତ୍ୱ ମିଳିଛି ଏବଂ ଆଇପିଏସ୍ ଅରୁଣ ବୋଥ୍ରାଙ୍କୁ ପରିବହନ କମିସନର ଭାବେ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା