Masthead

ଗୋଚର ଜମି ଜବରଦଖଲ

କଟକସଦର(ବଡ଼ ଖବର ବ୍ୟୁରୋ):ଗୋଚର ଜମି ଜବର ଦଖଲ । ଜିଲ୍ଲାପାଳ ଓ ତହସିଲଦାରଙ୍କ ନିକଟରେ ଅଭିଯୋଗ । କଟକସଦର ଅନ୍ତର୍ଗତ କିଶନ ନଗର ତହସିଲି ଅଧିନସ୍ତ ପୁରୁଣାହାଟ ଗ୍ରାମ ପଞ୍ଚାୟତ ର ଓଡ଼ିକିମିରା ଗ୍ରାମରରେ ଗୋଚର ଜମିକୁ କିଛି ଶାସକ ଦଳ ଜବର ଦଖଲ କରି ସରକାରୀ ଅର୍ଥରେ ପୋଖରୀ ଖୋଳିବା ନେଇ ଅଭିଯୋଗ ହୋଇଛି । ତେବେ ଏନେଇ ତଦନ୍ତ ହେବା ପରେ ଏଭଳି କାର୍ଯ୍ୟ କରୁଥିବା ବ୍ୟକ୍ତିଙ୍କ ବିରୋଧରେ ଫାଇନ ପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି