Masthead

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳ । କଟକ ମୁଖ୍ୟ କାର୍ଯ୍ୟାଳୟରେ ମାଟ୍ରିକ ପରୀକ୍ଷା ସହିତ ମଧ୍ୟମା ଏବଂ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଫଳ ମଧ୍ୟ ଏକାସାଙ୍ଗରେ ପ୍ରକାଶ ପାଇଛି । ତେବେ ଏ ବର୍ଷ ୯୭.୮୯% ଛାତ୍ରଛାତ୍ରୀ ପାସ କରିଛନ୍ତି । ୫ଲକ୍ଷ ୬୨ହଜାର ୧୦ଜଣ ପାସ କରିଥିବା ବେଳେ ୭ହଜାର ୭ଜଣ ପିଲା ଫେଲ ହୋଇଛନ୍ତି । ତେବେ ପ୍ରଥମ କରି ବିନା ପରୀକ୍ଷାରେ ଫଳ ପ୍ରକାଶ ପାଇଛି । ଫଳ ପ୍ରକାଶ କଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ।

ଏସଏମଏସ ମାଧ୍ୟମରେ ଜାଣିହେବ ଫଳ । ୫୬୭୬୭୫୦କୁ ଏସଏମଏସ କଲେ ଜାଣିହେବ । ଓଆର୦୧ଲେଖି ରୋଲ ନମ୍ବର ଦେଇ ଏସଏମଏସ କଲେ ନିଜର ଫଳ ଜାଣି ହେବ । ମାର୍କରେ ଅସନ୍ତୁଷ୍ଟ ଥିବା ପିଲା ଦେଇପାରିବେ ପରୀକ୍ଷା । ଜୁଲାଇ ୫ରେ ହେବ ଫର୍ମ ପୂରଣ । ଚଳିତବର୍ଷ ଏ୧ ଗ୍ରେଡରେ ପାସ କରିଛନ୍ତି ୨୬୫୬ । ଏ୨ ଗ୍ରେଡରେ ପାସ୍ ୨୨ହଜାର ୧୩୧ ପିଲା । ବି୧ ଗ୍ରେଡରେ ପାସ୍ କରିଛନ୍ତି ୫୨ହଜାର ୧୯୯ ଏବଂ ବି୨ ଗ୍ରେଡରେ ପାସ୍ କରିଛନ୍ତି ୯୪ହଜାର ୪୭୫ ପିଲା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ