Masthead

ପରୀକ୍ଷା ନଦେଇ ବି ୭ହଜାର ୭୦୩ ଫେଲ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପରୀକ୍ଷା ନଦେଇ ବି ଫେଲ । ଚଳିତବର୍ଷ କରୋନା ପାଇଁ ବନ୍ଦ ରହିଥିଲା ମାଟ୍ରିକ ପରୀକ୍ଷା । ମୋଟ ୫ଲକ୍ଷ ୧୩ହଜାର ୯୧୩ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୫ଲକ୍ଷ ୧୦ହଜାର ଛାତ୍ରଛାତ୍ରୀ ପାସ କରିଛନ୍ତି । ଏବର୍ଷର ପାସ ହାର ରେକର୍ଡ଼ ସୃଷ୍ଟି କରିଛି । ତେବେ ଜାଣିକି ଆଶ୍ଚର୍ଯ୍ୟ ହେବେ ଯେ, ତେବେ ୭ହଜାର ୭୦୩ଜଣ ଫେଲ ହୋଇଛନ୍ତି । ରେଜଲ୍ଟ ଘୋଷଣା ପରେ ଏହା ଜଣାପଡ଼ିଥିଲା ଯେ, ୭ହଜାର ୭୦୩ଜଣ ୩୩%ରୁ କମ ନମ୍ବର ରଖି ଫେଲ ହୋଇଛନ୍ତି । ଆଉ ବିନା ପରୀକ୍ଷାରେ ଫେଲ ତାଲିକାରେ ଯୋଡ଼ି ହୋଇଛନ୍ତି । ତେବେ ଯେଉଁମାନେ ନିଜ ରେଜଲ୍ଟରେ ଖୁସି ନାହାନ୍ତି ସେମାନେ ପୁଣି ଥରେ ପରୀକ୍ଷା ଦେଇପାରିବେ ବୋଲି କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା