Masthead

ସ୍ଥିର ରହିଛି କରୋନା ସ୍ଥିତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) : ସାରା ଓଡ଼ିଶାରେ ଡେଲଟା ପ୍ଲସ ଭ୍ୟାରିଆଣ୍ଟ ଚିନ୍ତା ବଢାଉଥିବା ବେଳେ ଶନିବାର ରାଜ୍ୟରେ ୩ ହଜାର ୫୫୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଶୁକ୍ରବାର ୩ହଜାର ତଳେ ସଂକ୍ରମଣ ଥିବାବେଳେ ଶନିବାର ୩ ହଜାର ପାର କରିଛି । ୨୪ ଘଣ୍ଟାରେ ୪୭ ଜୀବନ ନେଇଛି ମହାମାରୀ ।

ରାଜ୍ୟରେ ଶନିବାର ୬୮, ୬୯୫ ନମୁନା ପରୀକ୍ଷା ହୋଇଥିଲା । ସେଥିମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୬୫୧, କଟକରୁ ୫୦୧ ଚିହ୍ନଟ ହୋଇଛନ୍ତି । ସେହିପରି ଯାଜପୁରରୁ ୨୫୬, ଜଗତସିଂହପୁରରୁ ୧୪୫, ଭଦ୍ରକରେ ୧୫୮, ମୟୂରଭଞ୍ଜରେ ୧୯୬, ବାଲେଶ୍ୱରରୁ ୨୭୧, ଅନୁଗୁଳରେ ୧୩୩, ପୁରୀରୁ ୨୩୩ ଓ ନୟାଗଡରୁ ୧୦୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮ଲକ୍ଷ ୯୭ହଜାର ୬୨ରେ ପହଞ୍ଚିଛି । ଆକ୍ଟିଭ୍ କେସ୍ ୩୩ ହଜାର ୧୯ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ